Online Bible

- Reklamy -




ଦ୍ଵିତୀୟ ବିବରଣ 12:29 - ପବିତ୍ର ବାଇବଲ

29 “ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେହି ଦେଶସବୁକୁ ଉଚ୍ଛିନ୍ନ କରିବାକୁ ଯାଉଛନ୍ତି, ଯେଉଁମାନଙ୍କର ଭୂମି ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତା'ପରେ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;

Viz kapitola kopírovat

ଓଡିଆ ବାଇବେଲ

29 ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;

Viz kapitola kopírovat




ଦ୍ଵିତୀୟ ବିବରଣ 12:29

Následuj nás:

Reklamy


Reklamy