ଦ୍ଵିତୀୟ ବିବରଣ 12:3 - ପବିତ୍ର ବାଇବଲ3 ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭଗ୍ନ କରିବ ଓ ସେମାନଙ୍କର ସ୍ମରଣାର୍ଥକ ପ୍ରସ୍ଥର ସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି ସବୁକୁ ଅଗ୍ନିରେ ଦଗ୍ଧ କରିବ। ସେମାନଙ୍କର ଖୋଦିତ ଦେବ ପ୍ରତିମାଗଣକୁ ହାଣି ପକାଇବ। ସେ ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ। Viz kapitolaଓଡିଆ ବାଇବେଲ3 ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ। Viz kapitola |