Online Bible

- Reklamy -




ଦ୍ଵିତୀୟ ବିବରଣ 12:30 - ପବିତ୍ର ବାଇବଲ

30 ସେମାନଙ୍କୁ ବିନାଶ କଲାପରେ, ତୁମ୍ଭେମାନେ ବହୁତ ସାବଧାନ ହେବା ଉଚିତ୍। ଯେପରି ସେମାନଙ୍କର ଫାନ୍ଦରେ ପଡ଼ି ସେମାନଙ୍କ ଦେବଗଣଙ୍କର ପୂଜା ନ କର। ସାବଧାନ ହୁଅ ଯେ, ତୁମ୍ଭେ ସେମାନଙ୍କର ଦେବତାମାନଙ୍କୁ ଅନୁସନ୍ଧାନ କର ନାହିଁ, ପଗ୍ଭର ନାହିଁ ଯେ, ‘ସେହି ଗୋଷ୍ଠୀମାନେ କିପରି ସେମାନଙ୍କର ଦେବତାମାନଙ୍କୁ ପୂଜା କରୁଥିଲେ, ଆମ୍ଭେମାନେ ମଧ୍ୟ ସେପରି କରିବୁ?,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼ ପୁଣି ଏହି ଗୋଷ୍ଠୀୟ ଲୋକମାନେ କିରୂପେ ଆପଣା ଆପଣା ଦେବତାଗଣର ସେବା କରନ୍ତି, ଆମ୍ଭେ ମଧ୍ୟ ସେହି ରୂପେ କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ଵେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

Viz kapitola kopírovat

ଓଡିଆ ବାଇବେଲ

30 ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି ‘ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି ? ଆମ୍ଭେ ମଧ୍ୟ ସେହିପରି କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି “ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା,” ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

Viz kapitola kopírovat




ଦ୍ଵିତୀୟ ବିବରଣ 12:30

Následuj nás:

Reklamy


Reklamy