Online Bible

- Reklamy -




ଦ୍ଵିତୀୟ ବିବରଣ 12:5 - ପବିତ୍ର ବାଇବଲ

5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସମସ୍ତ ଗୋଷ୍ଠୀ ମଧ୍ୟରୁ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠାରେ ତାଙ୍କର ନାମ ଉପାସନା ହେବା ଉଚିତ୍। ତୁମ୍ଭର ସେଠାକୁ ଯିବା ଉଚିତ୍ ଏବଂ ତାଙ୍କୁ ଖୋଜିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ଵେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;

Viz kapitola kopírovat

ଓଡିଆ ବାଇବେଲ

5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;

Viz kapitola kopírovat




ଦ୍ଵିତୀୟ ବିବରଣ 12:5

Následuj nás:

Reklamy


Reklamy