ଦ୍ଵିତୀୟ ବିବରଣ 13:15 - ପବିତ୍ର ବାଇବଲ15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନୀବାସୀଙ୍କୁ ଖଣ୍ଡାରେ ଆଘାତ କରିବ। ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଣ୍ତା ଧାରରେ ବର୍ଜିତ ରୂପେ ଧ୍ୱଂସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ଼୍ଗଧାରରେ ଆଘାତ କରିବ, ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ଼୍ଗଧାରରେ ବର୍ଜିତ ରୂପେ ବିନଷ୍ଟ କରିବ; Viz kapitolaଓଡିଆ ବାଇବେଲ15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ; Viz kapitola |