ଦ୍ଵିତୀୟ ବିବରଣ 13:17 - ପବିତ୍ର ବାଇବଲ17 ସେହି ଦ୍ରବ୍ୟରୁ ଯାହା ଧ୍ୱଂସ ହେବା ଉଚିତ୍, ତୁମ୍ଭେମାନେ କିଛି ସଂଗ୍ରହ କରିବା ଉଚିତ୍ ନୁହଁ। ଏଥିରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରିବେ ଓ ତୁମ୍ଭ ପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ୟା ବଢ଼ାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ପ୍ରତିଜ୍ଞା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ; Viz kapitolaଓଡିଆ ବାଇବେଲ17 ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ; Viz kapitola |