ଦ୍ଵିତୀୟ ବିବରଣ 13:8 - ପବିତ୍ର ବାଇବଲ8 ସେହି ବ୍ୟକ୍ତିର କଥା ତୁମ୍ଭେମାନେ ଶୁଣିବା ଉଚିତ୍ ନୁହଁ। ସେମାନଙ୍କ ପାଇଁ ଅନୁକମ୍ପା ଦେଖାଅ ନାହିଁ। ତାଙ୍କୁ ମୁକ୍ତି ଦିଅ ନାହିଁ କି ତାଙ୍କୁ ସୁରକ୍ଷା ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ। Viz kapitolaଓଡିଆ ବାଇବେଲ8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁ ଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ। Viz kapitola |