ଦ୍ଵିତୀୟ ବିବରଣ 14:10 - ପବିତ୍ର ବାଇବଲ10 କିନ୍ତୁ ଜଳରେ ବାସ କରୁଥିବା ଜୀବ ଯେଉଁମାନଙ୍କର ଡେଣା ବା କାତି ନାହିଁ, ସେଗୁଡ଼ିକ ଖାଅ ନାହିଁ, କାରଣ ସେଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Viz kapitolaଓଡିଆ ବାଇବେଲ10 ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ। Viz kapitola |