Online Bible

- Reklamy -




ଦ୍ଵିତୀୟ ବିବରଣ 14:19 - ପବିତ୍ର ବାଇବଲ

19 “ଗମନକାରୀ ପକ୍ଷବାନ ଜନ୍ତୁ ସକଳ ତୁମ୍ଭମାନଙ୍କ ପାଇଁ ଅଶୁଚି। ସେମାନଙ୍କୁ ଖାଇବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି; ସେମାନେ ଭୋଜନ କରାଯିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡିକୁ ଭୋଜନ କରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡ଼ିକୁ ଭୋଜନ କରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 14:19

Následuj nás:

Reklamy


Reklamy