ଦ୍ଵିତୀୟ ବିବରଣ 14:21 - ପବିତ୍ର ବାଇବଲ21 “ଆପେ ଆପେ ମରିଯାଇଥିବା କୌଣସି ମୃତ ପ୍ରାଣୀର ମାଂସ ଭକ୍ଷ୍ୟଣ କରିବ ନାହିଁ। ତୁମ୍ଭେମାନେ ଏହାକୁ ବିଦେଶୀମାନଙ୍କୁ ଭୋଜନ ପାଇଁ ଦେଇପାର, କିଅବା ବିଦେଶୀକୁ ତାହା ବିକ୍ରୟ କରିପାର। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ପବିତ୍ର ଲୋକ। “ତୁମ୍ଭେମାନେ କେବେ ବି ଛାଗବତ୍ସକୁ ତା'ର ମାତାର ଦୁଗ୍ଧରେ ରୋଷେଇ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ସ୍ଵୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ଵାରବର୍ତ୍ତୀ କୌଣସି ବିଦେଶୀକି ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ। Viz kapitolaଓଡିଆ ବାଇବେଲ21 ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ। Viz kapitola |