ଦ୍ଵିତୀୟ ବିବରଣ 14:28 - ପବିତ୍ର ବାଇବଲ28 “ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର ଦ୍ୱାର ଭିତରେ ସଞ୍ଚୟ କରି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗରଦ୍ଵାର ଭିତରେ ସଞ୍ଚୟ କରି ରଖିବ; Viz kapitolaଓଡିଆ ବାଇବେଲ28 ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗରଦ୍ୱାର ଭିତରେ ସଞ୍ଚୟ କରି ରଖିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର-ଦ୍ୱାର ଭିତରେ ସଞ୍ଚୟ କରି ରଖିବ; Viz kapitola |