Online Bible

- Reklamy -




ଦ୍ଵିତୀୟ ବିବରଣ 14:29 - ପବିତ୍ର ବାଇବଲ

29 ଏହି ଖାଦ୍ୟ ସକଳ ସେହି ଲେବୀୟ ଲୋକମାନଙ୍କର, କାରଣ ସେମାନଙ୍କର କୌଣସି ନିଜସ୍ୱ ସମ୍ପତ୍ତି ନାହିଁ। ଏହି ଖାଦ୍ୟ ମଧ୍ୟ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃପ୍ତ ହେବେ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ଵାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ଓଡିଆ ବାଇବେଲ

29 ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 14:29

Následuj nás:

Reklamy


Reklamy