Online Bible

- Reklamy -

ଦ୍ଵିତୀୟ ବିବରଣ 15:11 - ପବିତ୍ର ବାଇବଲ

11 ଦେଶରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହୁଛୁ, ତୁମ୍ଭେମାନେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚୟ ସାହାଯ୍ୟ କରିବ। ତାଙ୍କର ଆବଶ୍ୟକତା ଅନୁସାରେ ସେମାନଙ୍କୁ ସାହାଯ୍ୟ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।

Viz kapitola kopírovat

ଦ୍ଵିତୀୟ ବିବରଣ 15:11

Následuj nás:

Reklamy

Reklamy