ଦ୍ଵିତୀୟ ବିବରଣ 15:12 - ପବିତ୍ର ବାଇବଲ12 “ତୁମ୍ଭେମାନେ ତୁମ୍ଭମାନଙ୍କର ସେବା କରିବା ପାଇଁ ଯେଉଁ ଏବ୍ରୀୟ ଲୋକ ବା ମହିଳାମାନଙ୍କୁ କ୍ରିତଦାସ ଭାବେ କିଣିଥିବ। ତୁମ୍ଭେମାନେ ସେମାନଙ୍କୁ ଛଅ ବର୍ଷ ରଖିପାରିବ। କିନ୍ତୁ ସପ୍ତମ ବର୍ଷ ତୁମ୍ଭେ ସେମାନଙ୍କୁ ନିଶ୍ଚୟ ମୁକ୍ତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ। Viz kapitolaଓଡିଆ ବାଇବେଲ12 ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ। Viz kapitola |