Online Bible

- Reklamy -




ଦ୍ଵିତୀୟ ବିବରଣ 15:15 - ପବିତ୍ର ବାଇବଲ

15 ମନେରଖ, ଯେ ତୁମ୍ଭେମାନେ ମିଶର ଦେଶରେ ସମ୍ପୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ମୁକ୍ତ କଲେ। ଏଥିପାଇଁ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।

Viz kapitola kopírovat

ଓଡିଆ ବାଇବେଲ

15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।

Viz kapitola kopírovat




ଦ୍ଵିତୀୟ ବିବରଣ 15:15

Následuj nás:

Reklamy


Reklamy