Online Bible

- Reklamy -




ଦ୍ଵିତୀୟ ବିବରଣ 15:16 - ପବିତ୍ର ବାଇବଲ

16 “କିନ୍ତୁ ଏପରି ହୋଇପାରେ କୌଣସି ଦାସ ତୁମ୍ଭକୁ ଏପରି କହିପାରେ, ‘ମୁଁ ତୁମ୍ଭକୁ ଛାଡ଼ିଯିବି ନାହିଁ।’ ସେପରି କହିପାରେ କାରଣ ସେ ତୁମ୍ଭ ନିକଟରେ ସୁଖରେ ଥାଇପାରେ। ସେ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରୁଥାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯେବେ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;

Viz kapitola kopírovat

ଓଡିଆ ବାଇବେଲ

16 ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, “ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;”

Viz kapitola kopírovat




ଦ୍ଵିତୀୟ ବିବରଣ 15:16

Následuj nás:

Reklamy


Reklamy