Online Bible

- Reklamy -




ଦ୍ଵିତୀୟ ବିବରଣ 15:18 - ପବିତ୍ର ବାଇବଲ

18 “ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ। କାରଣ ସେ ଛଅ ବର୍ଷ ଭିତରେ ଏକ ବେତନଜୀବିର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ଵିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ଓଡିଆ ବାଇବେଲ

18 ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 15:18

Následuj nás:

Reklamy


Reklamy