ଦ୍ଵିତୀୟ ବିବରଣ 15:19 - ପବିତ୍ର ବାଇବଲ19 “ତୁମ୍ଭେମାନେ ଆପଣା ଗୋରୁ ପଲରୁ ଓ ମେଷ ପଲରୁ ଜନ୍ମ ହୋଇଥିବା ପ୍ରଥମ ଅଣ୍ତିରା ଛୁଆକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ। ତୁମ୍ଭେମାନେ ତୁମ୍ଭମାନଙ୍କର ଗୋରୁପଲର ପ୍ରଥମଜାତକ ଦ୍ୱାରା କିଛି କର୍ମ କରିବ ନାହିଁ। ମେଷପଲର ପ୍ରଥମଜାତ ସନ୍ତାନମାନଙ୍କର ଲୋମ ଛେଦନ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ଵାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ, Viz kapitolaଓଡିଆ ବାଇବେଲ19 ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ, Viz kapitola |