Online Bible

- Reklamy -




ଦ୍ଵିତୀୟ ବିବରଣ 15:2 - ପବିତ୍ର ବାଇବଲ

2 ଏହାର ବ୍ୟବସ୍ଥା ଏହିପରି ହେବ ଯେକେହି ଆପଣା ପ୍ରତିବାସୀକୁ କରଜ ଦେଇଛି ତାହା ସେ ଛାଡ଼ କରିଦେବ। ସେ ତା'ର ପଡ଼ୋଶୀଙ୍କୁ ଋଣ ପରିଶୋଧ ନିମନ୍ତେ ପଗ୍ଭରିବା ଉଚିତ୍ ନୁହଁ। କାରଣ ସଦାପ୍ରଭୁ ବ୍ୟବସ୍ଥା ଅନୁଯାୟୀ ସେ ଏହାକୁ ଋଣ ଛାଡ଼ର ବର୍ଷ ଘୋଷଣା କରିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଋଣକ୍ଷମାର ବ୍ୟବସ୍ଥା ଏହି : ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକି ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

2 ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।

Viz kapitola kopírovat




ଦ୍ଵିତୀୟ ବିବରଣ 15:2

Následuj nás:

Reklamy


Reklamy