ଦ୍ଵିତୀୟ ବିବରଣ 15:5 - ପବିତ୍ର ବାଇବଲ5 କିନ୍ତୁ ଏପରି ହେବ ଯଦି ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ଓ ବିଧିମାନ ପାଳନ କରି ଚଳିବ। ତୁମ୍ଭେମାନେ ସାବଧାନତା ସହକାରେ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା ବିଧି କହୁଅଛି ତାହା ପାଳନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦେଇଅଛନ୍ତି, ତହିଁରେ ସଦାପ୍ରଭୁ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଓଡିଆ ବାଇବେଲ5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitola |