ଦ୍ଵିତୀୟ ବିବରଣ 15:8 - ପବିତ୍ର ବାଇବଲ8 ତୁମ୍ଭେ ସେମାନଙ୍କ ପ୍ରତି କୃପା ଦୃଷ୍ଟି ରଖିବ, ତାହାର ପ୍ରୟୋଜନ ଅନୁସାରେ ତୁମ୍ଭେ ତାଙ୍କୁ ଯଥେଷ୍ଟ ରୂପେ ଋଣ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ। Viz kapitolaଓଡିଆ ବାଇବେଲ8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ। Viz kapitola |