ଦ୍ଵିତୀୟ ବିବରଣ 16:10 - ପବିତ୍ର ବାଇବଲ10 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ୱେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସପ୍ତାହସମୂହର ଉତ୍ସବ ପାଳନ କରିବ; Viz kapitolaଓଡିଆ ବାଇବେଲ10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ; Viz kapitola |