Online Bible

- Reklamy -




ଦ୍ଵିତୀୟ ବିବରଣ 16:11 - ପବିତ୍ର ବାଇବଲ

11 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣ୍ଣୟ କରିବେ, ସେହି ସ୍ଥାନରେ ତାଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ତୁମ୍ଭର କନ୍ୟା ଓ ତୁମ୍ଭର ଦାସ ଦାସୀ, ତୁମ୍ଭ ନଗର ଦ୍ୱାରର ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।

Viz kapitola kopírovat

ଓଡିଆ ବାଇବେଲ

11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 16:11

Následuj nás:

Reklamy


Reklamy