ଦ୍ଵିତୀୟ ବିବରଣ 16:14 - ପବିତ୍ର ବାଇବଲ14 ଉତ୍ସବ ସମୟରେ ତୁମ୍ଭେ ଓ ତୁମ୍ଭ ପୁତ୍ର, କନ୍ୟା, ଦାସ, ଦାସୀ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ବିଦେଶୀ ଓ ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ। Viz kapitolaଓଡିଆ ବାଇବେଲ14 ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ। Viz kapitola |