Online Bible

- Reklamy -




ଦ୍ଵିତୀୟ ବିବରଣ 16:15 - ପବିତ୍ର ବାଇବଲ

15 ସଦାପ୍ରଭୁଙ୍କର ମନୋନୀତ ସ୍ଥାନରେ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ। କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ସମସ୍ତ କଠିନ କର୍ମ ପାଇଁ ତୁମ୍ଭକୁ ଆଶୀର୍ବାଦ କରିବେ। ତେଣୁ ତୁମ୍ଭେ ଆନନ୍ଦିତ ହେବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।

Viz kapitola kopírovat

ଓଡିଆ ବାଇବେଲ

15 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 16:15

Následuj nás:

Reklamy


Reklamy