ଦ୍ଵିତୀୟ ବିବରଣ 16:20 - ପବିତ୍ର ବାଇବଲ20 ଯାହା ସର୍ବୋତଭାବେ ଯଥାର୍ଥ, ତୁମ୍ଭେ ତା'ର ଅନୁଗାମୀ ହୁଅ। ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ। Viz kapitolaଓଡିଆ ବାଇବେଲ20 ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ। Viz kapitola |