ଦ୍ଵିତୀୟ ବିବରଣ 16:7 - ପବିତ୍ର ବାଇବଲ7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହୁଁ ତୁମ୍ଭେ ପ୍ରଭାତରେ ଆପଣା ତମ୍ବୁକୁ ଫେରିଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ଵୁକୁ ଫେରିଯିବ। Viz kapitolaଓଡିଆ ବାଇବେଲ7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ। Viz kapitola |