ଦ୍ଵିତୀୟ ବିବରଣ 16:9 - ପବିତ୍ର ବାଇବଲ9 “ତୁମ୍ଭେମାନେ କ୍ଷେତ୍ରର ଶସ୍ୟ ଛେଦନ କରିବାର ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ। Viz kapitolaଓଡିଆ ବାଇବେଲ9 ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ। Viz kapitola |