ଦ୍ଵିତୀୟ ବିବରଣ 17:12 - ପବିତ୍ର ବାଇବଲ12 “ଯେଉଁ ବ୍ୟକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ଯିଏ କି ଛିଡ଼ା ହୁଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସେବା କରେ, ତାକୁ ମୃତ୍ୟୁ ଦଣ୍ତ ଦିଆଯିବା ଉଚିତ୍। ତେଣୁ ତୁମ୍ଭେ ଇସ୍ରାଏଲରୁ କୁକର୍ମ ବାହାର କରିଦେବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେ ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯିଏ ଦୁଃସାହସରେ କର୍ମ କରେ, ସେ ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ। Viz kapitolaଓଡିଆ ବାଇବେଲ12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ। Viz kapitola |