ଦ୍ଵିତୀୟ ବିବରଣ 17:16 - ପବିତ୍ର ବାଇବଲ16 କିନ୍ତୁ ସେହି ରାଜା ନିଜ ପାଇଁ ଅନେକ ଅଶ୍ୱ ରଖିବ ନାହିଁ। କିଅବା ଅନେକ ଅଶ୍ୱ ରଖିବା ନିମନ୍ତେ ଲୋକମାନଙ୍କୁ ମିଶରକୁ ପଠାଇବ ନାହିଁ। କାରଣ ସଦାପ୍ରଭୁ କହିଛନ୍ତି, ‘ଏହି ସମୟଠାରୁ ତୁମ୍ଭେମାନେ ଆଉ ଏ ପଥରେ ଫେରିବ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ଵ ରଖିବ ନାହିଁ, କିଅବା ଅନେକ ଅଶ୍ଵ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏ ସମୟଠାରୁ ସେ ପଥରେ ଆଉ ଫେରି ଯିବ ନାହିଁ। Viz kapitolaଓଡିଆ ବାଇବେଲ16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରି ଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ। Viz kapitola |