ଦ୍ଵିତୀୟ ବିବରଣ 17:17 - ପବିତ୍ର ବାଇବଲ17 କିଅବା ରାଜାମାନେ ଅନେକ ସ୍ତ୍ରୀ ରଖିପାରିବେ ନାହିଁ। ଯଦି ସେ ଏପରି କରେ, ତେବେ ସେ ବିପଥଗାମୀ ହେବ। ଯେଉଁ ଲୋକ ରାଜା ହେବ, ସେ ଆପଣା ପାଇଁ ଅଧିକ ସୁନା ଓ ରୂପା ରଖିପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ। Viz kapitolaଓଡିଆ ବାଇବେଲ17 କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ। Viz kapitola |