Online Bible

- Reklamy -




ଦ୍ଵିତୀୟ ବିବରଣ 17:19 - ପବିତ୍ର ବାଇବଲ

19 ଏବଂ ତାହା ତାଙ୍କ ନିକଟରେ ରହିବ। ଏବଂ ସେ ତାକୁ ଯାବଜ୍ଜୀବନ ପାଠ କରିବ। ତହିଁରେ ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିକ୍ଷା କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;

Viz kapitola kopírovat

ଓଡିଆ ବାଇବେଲ

19 ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;

Viz kapitola kopírovat




ଦ୍ଵିତୀୟ ବିବରଣ 17:19

Následuj nás:

Reklamy


Reklamy