ଦ୍ଵିତୀୟ ବିବରଣ 17:20 - ପବିତ୍ର ବାଇବଲ20 ତାଙ୍କର ହୃଦୟ ଅହଙ୍କାରି ହେବା ଉଚିତ୍ ନୁହଁ। ସେ ନିୟମରୁ ବିମୁଖ ହେବା ଉଚିତ୍ ନୁହଁ। ନିୟମକୁ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତେବେ ସେ ଓ ତା'ର ଭବିଷ୍ୟଦ୍ ବଂଶଧରମାନେ ଇସ୍ରାଏଲରେ ବହୁଦିନ ଧରି ରାଜତ୍ୱ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ, ନାହିଁ ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ। Viz kapitolaଓଡିଆ ବାଇବେଲ20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ୱର ଦିନ ବଢ଼ାଇ ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ। Viz kapitola |