ଦ୍ଵିତୀୟ ବିବରଣ 17:6 - ପବିତ୍ର ବାଇବଲ6 କେବଳ ଜଣେ ସାକ୍ଷୀ ପାଇଲେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍ ନୁହଁ। କିନ୍ତୁ ଯଦି ତା'ର ଦୁଇଟି ବା ଦୁଇଟିରୁ ଅଧିକ ସାକ୍ଷୀ ଥାଏ ତେବେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପ୍ରାଣଦଣ୍ତଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ଵାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ଵାରା ତାହାର ପ୍ରାଣଦଣ୍ତ ହେବ ନାହିଁ। Viz kapitolaଓଡିଆ ବାଇବେଲ6 ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ। Viz kapitola |