ଦ୍ଵିତୀୟ ବିବରଣ 18:14 - ପବିତ୍ର ବାଇବଲ14 “ସେହି ଅନ୍ୟ ଦେଶୀୟ ଲୋକମାନଙ୍କୁ ଯେଉଁମାନଙ୍କୁ ତୁମ୍ଭେମାନେ ଦେଶରୁ ତଡ଼ି ଦେଉଛ। ସେହି ଲୋକମାନେ ମନ୍ତ୍ରଜ୍ଞମାନଙ୍କର ଯାଦୁକାରୀ କଥା ଶୁଣନ୍ତି। କିନ୍ତୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କୁ ଏପରି କରିବାକୁ ଦେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ସେପରି କରିବାକୁ ଦେଇ ନାହାନ୍ତି। Viz kapitolaଓଡିଆ ବାଇବେଲ14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି। Viz kapitola |