ଦ୍ଵିତୀୟ ବିବରଣ 18:15 - ପବିତ୍ର ବାଇବଲ15 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟଦ୍ବକ୍ତାଙ୍କୁ ପଠାଇବେ। ଏହି ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ମଧ୍ୟରୁ ବାଛିବେ। ସେ ମୋ’ ତୁଲ୍ୟ ହେବ। ତୁମ୍ଭେମାନେ ସେହି ଭବିଷ୍ୟଦ୍ବକ୍ତାଙ୍କ କଥାକୁ ପାଳନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ। Viz kapitolaଓଡିଆ ବାଇବେଲ15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ। Viz kapitola |