ଦ୍ଵିତୀୟ ବିବରଣ 18:18 - ପବିତ୍ର ବାଇବଲ18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେ ଯେ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ। Viz kapitolaଓଡିଆ ବାଇବେଲ18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ। Viz kapitola |