ଦ୍ଵିତୀୟ ବିବରଣ 18:21 - ପବିତ୍ର ବାଇବଲ21 ତୁମ୍ଭେମାନେ ଭାବୁଥିବ ଯେ, ‘ଆମ୍ଭେ କିପରି ଜାଣିବୁ ଯେ ଭବିଷ୍ୟଦ୍ବକ୍ତା ଯାହା କହୁଛନ୍ତି ତାହା ପରମେଶ୍ୱରଙ୍କଠାରୁ ଆସୁଛି କି ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା? Viz kapitolaଓଡିଆ ବାଇବେଲ21 ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’ Viz kapitola |