ଦ୍ଵିତୀୟ ବିବରଣ 18:9 - ପବିତ୍ର ବାଇବଲ9 “ତୁମ୍ଭେମାନେ ଯେତେବେଳେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ପ୍ରବେଶ କରି ବାସ କରିବ, ସେ ଲୋକମାନଙ୍କ ତୁଲ୍ୟ ଘୃଣ୍ୟ କାର୍ଯ୍ୟଗୁଡ଼ିକ କରିବାକୁ ତୁମ୍ଭେମାନେ ଶିଖିବା ଉଚିତ୍ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେ ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ କରିବାକୁ ତୁମ୍ଭେ ଶିଖିବ ନାହିଁ। Viz kapitolaଓଡିଆ ବାଇବେଲ9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ। Viz kapitola |