ଦ୍ଵିତୀୟ ବିବରଣ 19:13 - ପବିତ୍ର ବାଇବଲ13 ତୁମ୍ଭେମାନେ ତା’ ପାଇଁ ଦୁଃଖ କରିବ ନାହିଁ କାରଣ ସେ ଜଣେ ନିରପରାଧୀ ଲୋକକୁ ହତ୍ୟାକରି ପାପ କରିଛି। ତୁମ୍ଭେମାନେ ଇସ୍ରାଏଲରୁ ନିରୀହମାନଙ୍କର ରକ୍ତପାତ ଦୋଷରୁ ମୁକ୍ତି ପାଇବା ଉଚିତ୍। ତାହାହେଲେ କେବଳ ତୁମ୍ଭମାନଙ୍କର ମଙ୍ଗଳ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ। Viz kapitolaଓଡିଆ ବାଇବେଲ13 ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ। Viz kapitola |