Online Bible

- Reklamy -




ଦ୍ଵିତୀୟ ବିବରଣ 19:14 - ପବିତ୍ର ବାଇବଲ

14 “ତୁମ୍ଭେମାନେ ଭୂମିରେ ଥିବା ପଥର ଚିହ୍ନକୁ ଘୁଞ୍ଚାଇବ ନାହିଁ। ଏହି ପଥର ଚିହ୍ନ ଅତୀତରେ ଦିଆଯାଇଥିବା ଭୂମିକୁ ଚିହ୍ନଟ କରିବା ପାଇଁ ସେହି ପଥର ଚିହ୍ନକୁ ପରିବର୍ତ୍ତନ କରିବ ନାହିଁ। ସେହି ପଥର ଚିହ୍ନିତ ଦେଶମାନଙ୍କୁ ତୁମ୍ଭକୁ ସଦାପ୍ରଭୁ ଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ଵାରା ସ୍ଥାପିତ ତୁମ୍ଭ ସୀମାଚିହ୍ନ ଘୁଞ୍ଚାଇବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 19:14

Následuj nás:

Reklamy


Reklamy