Online Bible

- Reklamy -




ଦ୍ଵିତୀୟ ବିବରଣ 19:15 - ପବିତ୍ର ବାଇବଲ

15 “ଯଦି କୌଣସି ଲୋକ ଅପରାଧ କରେ ବା ପାପ କରେ, ତା'ର ଦୋଷ ନିରୂପଣ ପାଇଁ ଗୋଟିଏ ସାକ୍ଷୀ ଯଥେଷ୍ଟ ନୁହେଁ। ସେହି ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ଦୁଇଟି, ତିନୋଟି ସାକ୍ଷୀ ଯଥେଷ୍ଟ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ଵାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ଵାରା ବିଚାର ନିଷ୍ପନ୍ନ ହେବ।

Viz kapitola kopírovat

ଓଡିଆ ବାଇବେଲ

15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 19:15

Následuj nás:

Reklamy


Reklamy