ଦ୍ଵିତୀୟ ବିବରଣ 19:17 - ପବିତ୍ର ବାଇବଲ17 ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେ ସମୟରେ ଯାଜକ ଓ ବିଗ୍ଭରକର୍ତ୍ତାଙ୍କ ଆଗରେ ଛିଡ଼ା ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ। Viz kapitolaଓଡିଆ ବାଇବେଲ17 ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ। Viz kapitola |