ଦ୍ଵିତୀୟ ବିବରଣ 19:18 - ପବିତ୍ର ବାଇବଲ18 ବିଗ୍ଭରକର୍ତ୍ତାମାନେ ନିଶ୍ଚୟ ପୁଙ୍ଖାନୁପୁଙ୍ଖ ଭାବରେ ତଦନ୍ତ କରିବେ। ସଠିକ୍ ଭାବରେ ଅନୁସନ୍ଧାନ କରିବେ। ଆଉ ଯଦି ସେମାନେ ଦେଖିଲେ ସେହି ଲୋକ ମିଥ୍ୟା ସାକ୍ଷ୍ୟ ଦେଇଛି, Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହୁଁ ବିଚାରକର୍ତ୍ତାମାନେ ଯନିପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ; Viz kapitolaଓଡିଆ ବାଇବେଲ18 ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ; Viz kapitola |