ଦ୍ଵିତୀୟ ବିବରଣ 19:20 - ପବିତ୍ର ବାଇବଲ20 ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ। ସେହି ସମୟରେ ଆଉ କୌଣସି ଲୋକେ ଏପରି କରିବାକୁ ସାହସ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ। Viz kapitolaଓଡିଆ ବାଇବେଲ20 ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ। Viz kapitola |