ଦ୍ଵିତୀୟ ବିବରଣ 19:21 - ପବିତ୍ର ବାଇବଲ21 “ସେହି ଲୋକମାନଙ୍କୁ ଦଣ୍ତଦେବା ସମୟରେ ତୁମ୍ଭେମାନେ ଦୁଃଖ କରିବା ଉଚିତ୍ ନୁହଁ। ଯଦି କେହି ଜଣେ ଅନ୍ୟ ଜୀବନ ନେଇ ଥାଏ ତେବେ ତାକୁ ତାହାର ଜୀବନ ଦେବା ଉଚିତ୍। ନିୟମ ଏପରି ହେବ, ଆଖି ପାଇଁ ଆଖି ଦେବାକୁ ପଡ଼ିବ, ଦାନ୍ତ ପାଇଁ ଦାନ୍ତ ଦେବାକୁ ପଡ଼ିବ, ହାତ ବଦଳରେ ହାତ ଓ ଗୋଡ଼ ବଦଳରେ ଗୋଡ଼ ଦେବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ। Viz kapitolaଓଡିଆ ବାଇବେଲ21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ। Viz kapitola |