ଦ୍ଵିତୀୟ ବିବରଣ 19:4 - ପବିତ୍ର ବାଇବଲ4 “ସେହି ନଗରକୁ ଯେଉଁ ନରହତ୍ୟାକାରୀମାନେ ଯିବେ, ସେମାନେ ଜାଣିଶୁଣି ନରହତ୍ୟା କରି ନ ଥିବେ। ଅଜ୍ଞାତ ସାରରେ ଏବଂ ସେ ଯାହାକୁ ହତ୍ୟା କରିଥିବ ତାଙ୍କୁ ଘୃଣା କରୁ ନ ଥିବ। ସେହି ଲୋକମାନେ କେବଳ ସେଠାକୁ ଯାଇ ଆଶ୍ରୟ ନେଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେଉଁ ନରହତ୍ୟାକାରୀ ସେ ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି; କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକି ଅଜ୍ଞାତସାରରେ ବଧ କରେ; Viz kapitolaଓଡିଆ ବାଇବେଲ4 ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ; Viz kapitola |