ଦ୍ଵିତୀୟ ବିବରଣ 19:6 - ପବିତ୍ର ବାଇବଲ6 ଯଦି ନଗରଟି ସେଠାରୁ ବହୁତ ଦୂରରେ ଥାଏ। ଯଦି ସେଠାକୁ ଶୀଘ୍ର ଦୌଡ଼ି ନ ଯାଇପାରେ ତେବେ ରକ୍ତର ପ୍ରତିହନ୍ତା ତପ୍ତତିତ୍ତ ହୋଇ ନରହତ୍ୟା କାରୀର ପଛେ ଗୋଡ଼ାଇ ଦୂରପଥ ସକାଶୁ ତାହାକୁ ଧରି ଜୀବନରେ ମାରି ଦେବ। ମାତ୍ର ସେହି ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ। କାରଣ ତାହା ପୂର୍ବରୁ ତାହାକୁ ହିଂସା କରୁ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ , କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା। Viz kapitolaଓଡିଆ ବାଇବେଲ6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା। Viz kapitola |