ଦ୍ଵିତୀୟ ବିବରଣ 2:15 - ପବିତ୍ର ବାଇବଲ15 ସଦାପ୍ରଭୁଙ୍କର ହସ୍ତ ସେମାନଙ୍କ ବିପକ୍ଷରେ ସମସ୍ତ ଲୋକମାନଙ୍କୁ ଧ୍ୱଂସ କରିବା ପର୍ଯ୍ୟନ୍ତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ନିଃଶେଷରେ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା। Viz kapitolaଓଡିଆ ବାଇବେଲ15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା। Viz kapitola |