Online Bible

- Reklamy -




ଦ୍ଵିତୀୟ ବିବରଣ 2:20 - ପବିତ୍ର ବାଇବଲ

20 ସେହି ଦେଶ ରଫାୟୀୟମାନଙ୍କ ଦେଶଭାବେ ଜଣାଶୁଣା। ଅତୀତରେ ରଫାୟୀୟମାନେ ସେଠାରେ ବାସ କରୁଥିଲେ। ଅମ୍ମୋନ ଲୋକମାନେ ସେମାନଙ୍କୁ ସ‌ମ୍‌ସୁମ୍ମୀୟ ବୋଲି କହୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;

Viz kapitola kopírovat

ଓଡିଆ ବାଇବେଲ

20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍‍ସୁମ୍ମୀୟ ବୋଲି କହିଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;

Viz kapitola kopírovat




ଦ୍ଵିତୀୟ ବିବରଣ 2:20

Následuj nás:

Reklamy


Reklamy